ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା : 14 ଜିଲ୍ଲାକୁ ୟେଲୋ ଆଲର୍ଟ

ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ନେଇ ରାଜ୍ୟର 14ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି କରାଯାଇଛି । ଆଜି 8ଟି ଜିଲ୍ଲା ଓ ଆସନ୍ତାକାଲି ପାଇଁ 5ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ପାଣିପାଗ

ଏଠାରେ ସୂଚନା ଥାଉକି ଏଯାଏଁ ରାଜ୍ୟରେ ସ୍ୱଭାବିକ ଠାରୁ ଅଧିକ 34 ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି । ବିଗତ 14 ଦିନ ମଧ୍ୟରେ ରାଜ୍ୟରେ 95.1 ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି 11ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ 60 ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+