୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା; ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ

ବଙ୍ଗୋପସାଗରେ ବାତ୍ୟା ସମ୍ଭାବନା । ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ।

Cyclone

ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ। କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଏକ୍ସ ଜରିଆରେ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଏହାର ପ୍ରଭାବ ଓଡ଼ିଶା ଉପରେ ରହିବନି ପୂର୍ବରୁ କହିଥିଲେ IMD ଡିଜି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+