ଉପକୂଳ ଓଡିଶାକୁ ସାମାନ୍ୟ ଆଶ୍ବସ୍ଥି, ଆହୁରି ୨ ଦିନ ଜଳିବ ଆଭ୍ୟନ୍ତରୀଣ ଓଡ଼ିଶା
ସାମୁଦ୍ରିକ ପବନ ପ୍ରବାହରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ତାତି ପ୍ରକୋପ ବଢ଼ିବାର ସମ୍ଭାବନା ନାହିଁ । ତେଣୁ ଖରାରୁ ତ୍ରାହି ମିଳିବ । କିନ୍ତୁ ଆଭ୍ୟନ୍ତରୀଣ ଓଡ଼ିଶାର ୯ଟି ଜିଲ୍ଲାରେ ତାତି ଦୁଇ ଦିନ ଯାଏଁ ୪୦ ଡିଗ୍ରୀ ସେଲସିୟସ୍ ଉପରେ ରହିପାରେ ।
ଭୁବନେଶ୍ୱର: ଉପକୂଳ ଓଡ଼ିଶାରେ କମିଛି ତାତି । ସାମୁଦ୍ରିକ ପବନ ପ୍ରବାହରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ତାତି ପ୍ରକୋପ ବଢ଼ିବାର ସମ୍ଭାବନା ନାହିଁ । ତେଣୁ ଖରାରୁ ତ୍ରାହି ମିଳିବ । କିନ୍ତୁ ଆଭ୍ୟନ୍ତରୀଣ ଓଡ଼ିଶାର ୯ଟି ଜିଲ୍ଲାରେ ତାତି ଦୁଇ ଦିନ ଯାଏଁ ୪୦ ଡିଗ୍ରୀ ସେଲସିୟସ୍ ଉପରେ ରହିପାରେ ।

କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ, ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ବଢ଼ିବ ନାହିଁ । ଅପରପକ୍ଷରେ ବର୍ଷା କିମ୍ବା ମେଘୁଆ ପାଗ ଯୋଗୁ କେତେକ ସ୍ଥାନରେ ସାମୟିକ ଭାବେ ତାପମାତ୍ରା କମିପାରେ । ବୁଧବାର ରାଜ୍ୟକୁ ବଙ୍ଗୋପସାଗରୀୟ ପବନ ଉପକୂଳ ଅଞ୍ଚଳରେ ବହୁଥିଲା । ଗୁରୁବାରଠାରୁ କ୍ରମଶଃ ସାମୁଦ୍ରିକ ପବନ ଉତ୍ତର ଆନ୍ଧ୍ର ଉପକୂଳ ସହିତ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଅଞ୍ଚଳ, ଗଜପତି, ରାୟଗଡ଼ା ଏବଂ ଆଭ୍ୟନ୍ତରୀଣ ଗଞ୍ଜାମରେ ପ୍ରବାହିତ ହେବ । ରାଜ୍ୟର ବାକି ଅଞ୍ଚଳରେ ମଧ୍ୟ ପଶ୍ଚିମା ଗରମ ପବନ ସିଧା ବହିବ ନାହିଁ ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications