ସକ୍ରିୟ ହେଲା ମୌସୁମୀ, ଚାରି ଦିନ ବର୍ଷିବ
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଉପକୂଳରେ ବାୟୁମଣ୍ଡଳର 1.5 କିମି ରୁ 7.6 କିମି ମଧ୍ୟରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିପାରେ । ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ଲାଗିରହିଛି ବର୍ଷା । ଡପ୍ଲର ରାଡ଼ାର ରୁ ମିଳୁଥିବା ତଥ୍ୟ ଅନୁଯାୟୀ ବଙ୍ଗୋପସାଗର ରୁ ରାଜ୍ୟ ମୁହାଁ ବାଦଲ ସମୁହଁ ବଙ୍ଗୋପସାଗର ରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ସମୁଦ୍ର ରୁ ଉପକୂଳ ଆଡକୁ ଅଗ୍ରସର ହେଉଛି ମେଘ ସମୂହ , ପ୍ରଭାବରେ କିଛି ଉପକୂଳ ଓଡ଼ିଶାର ଜିଲ୍ଲାଗୁଡିକରେ ବର୍ଷା ଲାଗିରହିଛି ।
ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।ଆସନ୍ତାକାଲି ମଧ୍ୟ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମୁଖ୍ୟତଃ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା 7 ଓ 8 ତାରିଖରେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications