ବର୍ଷା ଓ ବଜ୍ରପାତ ନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର:ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେଉଛି ଘୂର୍ଣ୍ଣିବଳୟ । ମୌସୁମୀ ନିମ୍ନ-ଚାପ ରେଖା ତଥା ବାୟୁମଣ୍ତଳରେ ସକ୍ରିୟ ତାରତମ୍ୟ ସ୍ତର ପ୍ରଭାବରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଆଜି ବର୍ଷା ହେବାର ସମ୍ଭାବନା ରହିଛି । ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Odisha Weather Report

ତେବେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ତି ଏବଂ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+