କାଳବୈଶାଖୀ ସମ୍ଭାବନା, ଆସନ୍ତା ୪ ଦିନ ଯାଏଁ ବର୍ଷିବ

ରାଜ୍ୟରେ ଆଉ ଏକ କାଳବୈଶାଖୀ ସମ୍ଭାବନା ଦେଖା ଦେଇଛି । ଯାହା ଫଳରେ ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଆଜି ପାଇଁ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଭୁବନେଶ୍ୱର: ରାଜ୍ୟରେ ଆଉ ଏକ କାଳବୈଶାଖୀ ସମ୍ଭାବନା ଦେଖା ଦେଇଛି । ଯାହା ଫଳରେ ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଆଜି ପାଇଁ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Odisha Weather Update

ତେବେ ଏହି ଜିଲ୍ଲାଗୁଡିକ ହେଉଛି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର । ସେହିପରି ଯାଜପୁର, ଢେଙ୍କାନାଳ, ମୟୂରଭଂଜ, କେନ୍ଦୁଝର, ଅନୁଗୁଳ, ନୟାଗଡ଼, ଗଂଜାମ, ଗଜପତି, ରାୟଗଡ଼ା ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାର ଜିଲ୍ଲାପାଳ ଓ ସବୁ ବିଭାଗକୁ ସତର୍କ ରହିବାକୁ SRC ଚିଠି ଲେଖିଛନ୍ତି । ଆଜି ଏବଂ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ବଢ଼ିବା ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+