ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ, ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର : ସକ୍ରିୟ ମୌସୁମୀ ଏବଂ ଲଗୁଚାପ ପ୍ରଭଆଭରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଏପରିକି ସ୍ୱାଭାବିକ ବର୍ଷା ଠାରୁ ଅଧିକ ପ୍ରତିଶତ ହେଲାଣି ବର୍ଷା । ହେଲେ ଏ ବର୍ଷାର ପରିମାଣ ଏବେ କମିବନି । ଆହୁରି 24 ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ଆଗାମୀ 24 ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡିକରେ ବିସ୍ତୃତି ବର୍ଷା ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ଅନେକ ସ୍ଥାନରେ ହଳୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଗାମୀ 24 ଘଣ୍ଟା ପାଇଁ ଉତ୍ତର ଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ମତ୍ସ୍ୟଜୀବୀଙ୍କୁ ଆଗାମୀ 24 ଘଣ୍ଟା ଯାଏଁ ସମୁଦ୍ର ଭିତରକୁ ଯିବାକୁ ବାଣ କରାଯାଇଛି । ଲଘୁଚାପ ପ୍ରଭାବରେ ଆଗାମୀ 24 ଘଣ୍ଟା ଯାଏଁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଓଡିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରକୁ ଯିବାକୁ ସମ୍ପୂର୍ଣ ବାରଣ କରାଯାଇଛି ।
ଏପରିକି ଲଘୁଚାପ ଜନିତ ବର୍ଷାର ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା, ସହରାଅଞ୍ଚଳରେ ତୀବ୍ର ବର୍ଷା ସମୟରେ ଦୃଶ୍ୟମାନ ଦୂରତା କମିବା ସହ ଟ୍ରାଫିକ ଜନିତ ସମସ୍ୟା ଉପୁଜିପାରେ । କଚ୍ଚା ରାସ୍ତା ପ୍ରଭାବିତ ହେବ ସହ ମାଟିଚାଳ ଘରର କାନ୍ଥ ପଡ଼ିବାର ସମ୍ଭାବନା ରହିଛି । ତଳୁଆ ଚାଷଜମି ଗୁଡିକରେ ପାଣିଜମିବାର ସମ୍ଭାବନା ଥିବାରୁ ଜଳନିସ୍କାସନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ ପାଇଁ ପାଣିପାଗ ବିଭାଗ ସୂଚନା ଦିଆଯାଇଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications