ଆଜି ଶୁଖିଲା ରହିବ ପାଗ, ଗୁରୁବାର ଏହି ସବୁ ଜିଲ୍ଲାରେ ହୋଇପାରେ ବର୍ଷା

Weather Update: ରାଜ୍ୟରେ ଶୁଖିଲା ରହିଛି ପାଗ । ଆଜି ପାଗ ଶୁଖିଲା ରହିବ । କିନ୍ତୁ ଗୁରୁବାର ଦିନ 6 ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ । ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ସ୍ଥାନେ ସ୍ଥାନେ ଗୁରୁବାର ଦିନ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି । ଏହାପରେ ଆସନ୍ତା 3 ତାରିଖ ପର୍ଯ୍ୟନ୍ତ ଆଉ କୌଣସି ବର୍ଷା ପାଗ ନାହିଁ । ଏହାପରେ 4 ରୁ ପୁଣି ବର୍ଷା ହେବାର ସମ୍ଭାବନା ରହିଛି ।

Weather Update

ତେବେ ମଙ୍ଗଳବାର ଦିନ ପାରଳାଖେମୁଣ୍ଡି ତାପମାତ୍ରା 35.4 ଡିଗ୍ରୀ ସେଲ୍‌ସିୟସ ଥିଲା । ବାକି ସବୁଠି ପାରଦ 35 ଡିଗ୍ରୀ ତଳେ ରହିଥିଲା । ମାଲକାନଗିରି, ଟିଟିଲାଗଡ଼, ଭବାନୀପାଟଣା, ବଲାଙ୍ଗୀର, ବୌଦ୍ଧ, ରାୟଗଡ଼ା, ନବରଙ୍ଗପୁର ଦିନ ତାପମାତ୍ରା 34 ଡିଗ୍ରୀ କିମ୍ବା ତାଠାରୁ ଅଧିକ ରହିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+