ଆଜିଠୁ ବର୍ଷା, ସତର୍କ ରହିବାକୁ SRCଙ୍କ ସୂଚନା

ଆଜିଠାରୁ ଅଦିନିଆ ବର୍ଷାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଏବଂ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

ଭୁବନେଶ୍ୱର: ଆଜିଠୁ ବର୍ଷାରେ ଭିଜିବ ସାରା ରାଜ୍ୟ । ଆଜିଠାରୁ ଅଦିନିଆ ବର୍ଷାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଏବଂ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ ଏହି ୧୧ଟି ଜିଲ୍ଲାରେ ବର୍ଷା ହେବା ସଂଭାବନା ରହିଛି।

Weather Update Of Odisha

୧୭ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି SRC। IMD ରିପୋର୍ଟ ପରେ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି SRC। ବିଦର୍ଭ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ୧୭ ଜିଲ୍ଲାରେ ବର୍ଷା ହୋଇପାରେ। ଏହି ଘୂର୍ଣ୍ଣିବଳୟ ଉଚ୍ଚତା .୯ କିଲୋମିଟର ପର୍ଯ୍ୟନ୍ତ ତାର ଉଚ୍ଚତା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+