For Quick Alerts
Turn On Notification  
For Daily Alerts
Oneindia App Download

ଆଜିଠୁ ବର୍ଷା, ସତର୍କ ରହିବାକୁ SRCଙ୍କ ସୂଚନା

ଆଜିଠାରୁ ଅଦିନିଆ ବର୍ଷାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଏବଂ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

|

ଭୁବନେଶ୍ୱର: ଆଜିଠୁ ବର୍ଷାରେ ଭିଜିବ ସାରା ରାଜ୍ୟ । ଆଜିଠାରୁ ଅଦିନିଆ ବର୍ଷାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଏବଂ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ ଏହି ୧୧ଟି ଜିଲ୍ଲାରେ ବର୍ଷା ହେବା ସଂଭାବନା ରହିଛି।

Weather Update Of Odisha

୧୭ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି SRC। IMD ରିପୋର୍ଟ ପରେ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି SRC। ବିଦର୍ଭ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ୧୭ ଜିଲ୍ଲାରେ ବର୍ଷା ହୋଇପାରେ। ଏହି ଘୂର୍ଣ୍ଣିବଳୟ ଉଚ୍ଚତା .୯ କିଲୋମିଟର ପର୍ଯ୍ୟନ୍ତ ତାର ଉଚ୍ଚତା ରହିଛି।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Weather Update Of Odisha: rain alert to 17 district
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X