Get Updates
Get notified of breaking news, exclusive insights, and must-see stories!

ସମ୍ବଲପୁର ଅଇଁଠାପାଲି ଥାନାରେ ପଶ୍ଚିମବଙ୍ଗ ପୋଲିସ

ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ପଶ୍ଚିମବଙ୍ଗ ପୋଲିସ ଅଇଁଠାପାଲି ଥାନା ପୋଲିସ ସହାୟତାରେ ତଦନ୍ତ କରି ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ କରିଛି। ଏପରିକି ପୋଲିସ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ଜଣାପଡିଛି।

West Bengal Police
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+