Get Updates
Get notified of breaking news, exclusive insights, and must-see stories!

କି ଶୀତ ; ପ୍ରବଳ ଥଣ୍ଡାରେ ଥରୁଛି ସାରା ଓଡ଼ିଶା, ଝାରସୁଗୁଡ଼ାରେ ଜନଜୀବନ ଅସ୍ତବ୍ୟସ୍ତ

ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ଶୀତ ଲହରୀରୁ ନାହିଁ ନିସ୍ତାର । ପାହାଡିଆ ଅଞ୍ଚଳରେ ୫ ଡିଗ୍ରୀ ତଳେ ରହିପାରେ ତାପମାତ୍ରା । ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଗୁଡ଼ିକରେ ମଧ୍ୟ ତଳ ମୁହାଁ ରହିବ ପାରଦ । ଭାରତୀୟ ପାଣିପାଗ ବିଜ୍ଞାନ ଏଭଳି ଆକଳନ କରିଛି ।

winter

ଆସନ୍ତା ୧୮ ତାରିଖ ଯାଏ ରାଜ୍ୟରେ ଶୀତ ଲହରିର ସମ୍ଭାବନା ଅଧିକ ରହିଛି । ସେହିପରି ୧୯ରୁ ୨୫ ତାରିଖ ଯାଏ ରାତି ତାପମାତ୍ରା ସ୍ବାଭାବିକଠାରୁ କମ୍ ରହିପାରେ ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଜ୍ଞାନୀ । ସେପଟେ ରାଜ୍ୟରେ ପାରଦ ଲଗାତାର ନିମ୍ନଗାମୀ ହେବାରେ ଲାଗିଛି । ଶୀତ ଲହରିରେ ଅସ୍ତବ୍ୟସ୍ତ ହେଉଛନ୍ତି ରାଜ୍ୟବାସୀ । ପାରଦ ସ୍ତର ସେମିଳିଗୁଡ଼ା ଠାରେ ୩.୫ ଡିଗ୍ରି ରେକର୍ଡ ହୋଇଛି । ଜି ଉଦୟଗିରିରେ ପାରଦସ୍ତର ୪ ଡିଗ୍ରି, ଫୁଲବାଣୀରେ ୫.୨ ଡିଗ୍ରି, ଚିପିଲିମାରେ ୬.୧ ଡିଗ୍ରି, ଝାରସୁଗୁଡ଼ାରେ ୬.୮ ଡିଗ୍ରି, ରାଉରକେଲାରେ ୬.୬ ଡିଗ୍ରି ଓ ଦାରିଙ୍ଗବାଡ଼ିରେ ୭ଡିଗ୍ରି ରେକର୍ଡ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+