ଏବେ କଣ କହିବେ ସୁର, ରାଜନୀତି ପାଇଁ ଘର କଳିି ଏବେ ପଦାରେ

ଦାଣ୍ଡରେ ପଡ଼ିଲା ସୁରଙ୍କ ଘର କଳି । ବଡ଼ ଭାଇଙ୍କ ଉପରେ ବର୍ଷିଲେ ସାନ ଭାଇ ମନ୍ମଥ । ନିଜ ଭାଇଙ୍କ ବିରୁଦ୍ଧରେ ବିଶୋଦଗାର କଲେ ସୁରଙ୍କ ସାନ ପୁଅ ମନ୍ମଥ ରାଉତରାୟ । କହିଲେ ସୁର ରାଉତରାୟଙ୍କ ଘରେ ଜଣେ ବ୍ୟକ୍ତି ବାରମ୍ବାର ନବୀନ ଓ ପାଣ୍ଡିଆନଙ୍କୁ ଗାଳି କରୁଛନ୍ତି । ଦିନେ ସେହି ବ୍ୟକ୍ତି ବାରମ୍ବାର ଯାଇକି ନବୀନ ଓ ପାଣ୍ଡିଆନଙ୍କୁ ଦେଖା କରୁଥିଲେ ଶେଷରେ ରିଜେକ୍ଟ ହୋଇଗଲେ ।

Suresh Kumar Routray

ସେହିପରି ସୁର ରାଉତରାୟଙ୍କୁ ନେଇ ବିଜେପିର ବଡ଼ ନେତାଙ୍କୁ ଦିଲ୍ଲୀରେ ଦେଖା କରିଥିଲେ । ସେଠି ବି ରିଜେକ୍ଟ ହୋଇଥିଲେ । ଯଦି ସେ ଓଡ଼ିଶାକୁ ଏତେ ଭଲ ତେବେ ସେ ୧୮ ବର୍ଷ ଆମେରିକାରେ କ'ଣ କରୁଥିଲେ । ଏଠି ମା'-ବାପାଙ୍କୁ ଛାଡ଼ି ସେଠି କ'ଣ କରୁଥିଲେ । ଏଠି ବାପା-ମା'ଙ୍କ ସମ୍ପତିକୁ ବ୍ୟବହାର କରି ସେଠି କ'ଣ କରୁଥିଲେ । କାହିଁକି ତାଙ୍କ ପରିବାର ଆମେରିକାର ପାସ୍‌ପୋର୍ଟରେ ଅଛନ୍ତି । ଆମେ ତ ଆମ ମାଟିକୁ ଛାଡିନୁ । ଯେହେତୁ କିଛି ପାଇଲେନି ସେଥିପାଇଁ ନବୀନ ପଟ୍ଟନାୟକ ଓ ପାଣ୍ଡିଆନଙ୍କୁ ଗାଳି କରୁଛନ୍ତି । ମୋ ଗୁରୁଙ୍କୁ ସେ ବ୍ୟକ୍ତି ଗାଳି କରୁଛନ୍ତି ତାହା ମୁଁ ସହି ପାରିବିନି । ଯାହା ସେ କହୁଛନ୍ତି ତାକୁ ପ୍ରମାଣ କରି କି ଦେଖାନ୍ତୁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+