Get Updates
Get notified of breaking news, exclusive insights, and must-see stories!

କାହାକୁ ଓ କେମିତି ମିଳିବ ଆୟୁଷ୍ମାନ କାର୍ଡ, ସୂଚନା ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ

Ayushman Card: ଆୟୁଷ୍ମାନ ଯୋଜନାକୁ ନେଇ ଲାଗି ରହିଥିବା ଦ୍ୱନ୍ଦକୁ ଦୂର କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏହାସହ ସେ କହିଛନ୍ତି, କେଉଁ ମାନେ କିପରି ଏହି କାର୍ଡର ଲାଭ ଉଠାଇବେ ସେ ବିଷୟରେ ମଧ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି । ଓଡ଼ିଶାର ୧ କୋଟି ୩ ଲକ୍ଷ ପରିବାରର ମୋଟ ୩ କୋଟି ୫୦ ଲକ୍ଷ ଲୋକ ଏହି ଯୋଜନାରୁ ଉପକୃତ ହେବେ ।

Ayushman Card

ମନ୍ତ୍ରୀଙ୍କ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଯେଉଁମାନେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା, ଅନ୍ତଦ୍ବୟ ଯୋଜନା, ନବୀନ କାର୍ଡ ଏବଂ ରାସନ କାର୍ଡ ଥିବା ହିତାଧିକାରୀ ଆୟୁଷ୍ମାନ ଯୋଜାନର ଲାଭ ଉଠାଇ ପାରିବେ । ସେହିପରି ରାସନ କାର୍ଡରେ ନାଁ ନଥିବା୨ ଲକ୍ଷ ପରିବାର ମଧ୍ୟ ଏହି ଯୋଜନାର ସୁବିଧା ପାଇପାରିବେ ।

ରାଜ୍ୟରେ ୧ କୋଟି ୩ ଲକ୍ଷ ପରିବାରକୁ ଆୟୁଷ୍ମାନ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସୁବିଧା ମିଳିବ ଏବଂ ମୋଟ ସାଢେ ୩ କୋଟି ଲୋକ ଆୟୁଷ୍ମାନ ଯୋଜନାର ଲାଭ ପାଇବେ । ୭୦ ବର୍ଷରୁ ଉର୍ଦ୍ଧ୍ବ ୨୩ ଲକ୍ଷରୁ ଅଧିକ ଲୋକ ହେବେ ଉପକୃତ । ୬ ଲକ୍ଷଙ୍କୁ ଅନ୍‌ଲାଇନ୍‌ରେ ମିଳିବ କାର୍ଡ ୭୦ ବର୍ଷର ଅଧିକ ଇନକମ୍‌ ଟାକ୍ସ ଦେଉଥିଲେ ଲୋକମାନଙ୍କୁ ମଧ୍ୟ ମିଳିବ ଆୟୁଷ୍ମାନ କାର୍ଡ ।

ପରିବାର ପିଛା ୫ ଲକ୍ଷ ଓ ମହିଳାଙ୍କ ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ସେବା । ପରିବାରରେ ୭୦ ବର୍ଷରୁ ଅଧିକ ଥିଲେ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ଅତିରିକ୍ତ ୫ ଲକ୍ଷର ସୁବିଧା ମିଳିବ । ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଅଧିନରେ ଥିଲେ ମିଳିବ କାର୍ଡ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+