କାହିଁକି ଏମିତି ହେଉଛନ୍ତି ମମତା, ପୁଣି ଛାଡୁନାହାନ୍ତି ଓଡ଼ିଶାକୁ ଆଳୁ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ଓଡିଶାକୁ ଆଳୁ ଯୋଗାଣ ବନ୍ଦ କରିଛନ୍ତି। ଫଳରେ ରାଜ୍ୟରେ ଆଳୁ ଦର ପୁଣିଥରେ ବୃଦ୍ଧି ପାଇଛି। ଗତ ୪ଦିନ ହେଲା ପଶ୍ଚିମବଙ୍ଗ ସରକାର ସୀମାନ୍ତରେ ଓଡ଼ିଶାକୁ ଆଳୁ ଗାଡ଼ି ଛାଡୁ ନଥିବାରୁ ରାଜ୍ୟ ମଧ୍ୟକୁ ପର୍ଯ୍ୟାପ୍ତ ଆଳୁ ଆସିପାରୁ ନାହିଁ।

potatoes

ଉତ୍ତର ପ୍ରଦେଶରୁ ଆଳୁ ଆସୁଥିଲେ ମଧ୍ୟ ସେଠାରୁ ଆଳୁ ପହଞ୍ଚିବାରେ ବିଳମ୍ବ ହେବା ସହ ପରିବହନ ଖର୍ଚ୍ଚ ଅଧିକ ଦେବାକୁ ପଡୁଛି। ଏହି କାରଣରୁ କିଛିଦିନର ବ୍ୟବଧାନ ପରେ ଆଳୁ ଦର ପୁଣି ବୃଦ୍ଧି ପାଇଛି। ବେପାରୀ ମନଇଛା ଚଢ଼ା ଦରରେ ଆଳୁ ବିକ୍ରି କରୁଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+