Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ କମିବ ଶୀତ, ପୁଣି ଫେରିଲା ଘନ କୁହୁଡ଼ି

ଆସନ୍ତା ୨୭ ତାରିଖରୁ ରାଜ୍ୟରେ ଶୀତ କମିପାରେ । ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିବା ସହ ଶୀତ କମିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । କିନ୍ତୁ ଆସନ୍ତା ଦୁଇ ସପ୍ତାହ (୨୨ରୁ ୨୮ ତାରିଖ) ଓ (୨୯ରୁ ୪ ତାରିଖ) ଯାଏ ରାତି ତାପମାତ୍ରା ସ୍ୱାଭାବିକଠାରୁ ପ୍ରାୟ ୪ରୁ ୫ ଡିଗ୍ରୀ କମ୍ ରହିପାରେ ବୋଲି ପାଣିପାଗ ବିଭାଗର ବିସ୍ତାରିତ ଆକଳନରେ କୁହାଯାଇଛି । ଶନିବାର ଫୁଲବାଣୀରେ ରାତି ତାପମାତ୍ରା ୮ ଡିଗ୍ରୀ ରହିବ ।

Winter

ଅନୁଗୁଳରେ ୧୦, ସମ୍ବଲପୁର, ସୋନପୁର, ସୁନ୍ଦରଗଡ଼ ଓ ବଲାଙ୍ଗୀରରେ ୧୧, ବରଗଡ଼, ନୂଆପଡ଼ା ଓ ମାଲକାନଗିରିରେ ରାତି ତାପମାତ୍ରା ୧୨ ଡିଗ୍ରୀ ରହିପାରେ । ୨୭ ତାରିଖରେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀରୁ ଅଧିକ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଜି ଉଦୟଗିରି ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଥିଲା । ଏଠାରେ ପାରଦ ୫ ଡିଗ୍ରୀ ଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+