Get Updates
Get notified of breaking news, exclusive insights, and must-see stories!

ଶୀତରେ ଲାଗୁନି ବ୍ରେକ, ଥରୁଛି ସାରା ଓଡ଼ିଶା; ଘନ କୁହୁଡିରେ ଧାନ ଜୀବନ ଅସ୍ତବ୍ୟସ୍ତ

ରାଜ୍ୟରେ ଶୀତର ପ୍ରକୋପ କମିବାର ନାଁ ନେଉନି । ଆଗକୁ ବି ଏହା ଜାରି ରହିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ମଙ୍ଗଳବାର ୧୦ଟି ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ଥିଲା । ୫.୭ ଡିଗ୍ରୀ ସହ ସେମିଳିଗୁଡ଼ା ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଥିଲା । କୋରାପୁଟରେ ୬ଡିଗ୍ରୀ, ଜି ଉଦୟଗିରିରେ ୬.୬, ଝାରସୁଗୁଡ଼ାରେ ୭.୨, ଦାରିଙ୍ଗବାଡ଼ିରେ ୮, ବୌଦ୍ଧରେ ୯.୪, ଚିପିଲିମା, ଅନୁଗୁଳ, ରାୟଗଡ଼ା ଓ ନବରଙ୍ଗପୁରରେ ୧୦ ଡିଗ୍ରୀ ରେକର୍ଡ ହୋଇଛି । ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୪.୫ ଡିଗ୍ରୀ କମ୍ ରେକର୍ଡ ହୋଇଛି । କୋରାପୁଟରେ ସ୍ୱାଭାବିକଠାରୁ ୫.୨, ଅନୁଗୁଳରେ ୩.୫ ଓ ଭୁବନେଶ୍ୱରରେ ୧.୩ ଡିଗ୍ରୀ କମ୍ ରହିଛି।

Winter
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+