ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ,
ମହିଳା କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଲିସ ବାରକ ଭିତରୁ ମୃତଦେହ ଉଦ୍ଧାର ହୋଇଛି । କେଉଁ ପରିସ୍ଥିତିରେ ମହିଳା କନଷ୍ଟେବଳଙ୍କ ମୃତ୍ୟୁ ହୋଇଛି କାରଣ ଅସ୍ପଷ୍ଟ ରହିଛି।

ମହିଳା କନଷ୍ଟେବଳ ଆତ୍ମହତ୍ୟା କରିଛନ୍ତି ନାଁ ତାଙ୍କୁ ହତ୍ୟା କରାଯାଇଛି ଏହାର କାରଣ ଖୋଜୁଛି ପୋଲିସ। ମୃତଦେହ ଉଦ୍ଧାର କରି ତଦନ୍ତ ଜାରି ରଖିଛି ପୋଲିସ।












Click it and Unblock the Notifications