କଲେଜ୍ ବସ୍ ଧକ୍କାରେ ମହିଳା ମୃତ

ଏକ ଘରୋଇ କଲେଜ୍ ବସ୍ ଧକ୍କାରେ ମହିଳାଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱର ଉତ୍କଳ ହସ୍ପିଟାଲ ନିକଟରେ ବସଟି ମହିଳାଙ୍କୁ ଧକ୍କା ଦେଇଥିଲା ଫଳରେ ଘଟଣାସ୍ଥଳରେ ମହିଳାଙ୍କର ମୃତ୍ୟୁ ହୋଇଛି । ଯାହା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି । ହେଲେ କେଉଁ ସ୍ଥିତିରେ ଦୁର୍ଘଟଣା ଘଟିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ ।

Bus Accident news

ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଦୁର୍ଘଟଣା ଘଟାଇଥିବା ବସ୍ ଓ ଡ୍ରାଇଭରଙ୍କୁ ଅଟକ ରହିଛି । ସେହିପରି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ସ୍ଥିତି ନିୟନ୍ତ୍ରଣକୁ ଆସିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+