ପୋଲ ଉପରୁ ମହାନଦୀକୁ ଡେଇଁ ଜୀବନ ହାରିଲେ ମହିଳା

ପୋଲ ଉପରୁ ଡେଇଁ ଜୀବନ ହାରିଲେ ମହିଳା । ସମ୍ବଲପୁର ବୁର୍ଲା ଥାନା ଅନ୍ତର୍ଗତ ମହାନଦୀ ପୋଲ ଉପରୁ ଡେଇଁ ଜୀବନ ହାରିଲେ ମହିଳା । ମୃତ ମହିଳା ବୁର୍ଲା ଅଞ୍ଚଳର ଅଞ୍ଜୁ କୁମ୍ଭାର ।

ସୂଚନା ଅନୁଯାୟୀ, ହଠାତ ଅଞ୍ଜୁ ମହାନଦୀ ସେତୁ ଉପରକୁ ଚଢିଥିଲେ। ଏହାକୁ ଦେଖି ରାସ୍ତାରେ ଯାଉଥିବା ଲୋକ ତାଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ । କିନ୍ତୁ କାହା କଥା ଶୁଣି ନଥିଲେ ଅଞ୍ଜୁ । ଫୋନରେ କାହା ସହ କଥା ହୋଇ ପୋଲ ତଳକୁ ଡେଇଁ ପଡ଼ିଥିଲେ ଅଞ୍ଜୁ । ଏନେଇ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରୁ ଅଞ୍ଜୁଙ୍କୁ ଗୁରୁତର ଭାବେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ କେଉଁ କାରଣ ପାଇଁ ଅଞ୍ଜୁ ଜୀବନ ହାରିଛନ୍ତି ତାହା ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ପୋଲିସର ଅଞ୍ଜୁଙ୍କ ଜୀବନ ହାରିବା ଘଟଣାକୁ ନେଇ ଛାନଭିନ ଆରମ୍ଭ କରିଛି ।

Woman loses
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+