ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ
ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଏବଂ ମିଶନ ଶକ୍ତି ମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ। ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କେନ୍ଦୁଝର ଯାଇ ସେଠିକାର ବିଭିନ୍ନ କ୍ଷେତ୍ର ପରିଦର୍ଶନ କରିବା ସହ ସମୀକ୍ଷା ବୈଠକରେ ଯୋଗଦେଇଥିଲେ।
କେନ୍ଦୁଝର: ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଏବଂ ମିଶନ ଶକ୍ତି ମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ। ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କେନ୍ଦୁଝର ଯାଇ ସେଠିକାର ବିଭିନ୍ନ କ୍ଷେତ୍ର ପରିଦର୍ଶନ କରିବା ସହ ସମୀକ୍ଷା ବୈଠକରେ ଯୋଗଦେଇଥିଲେ। ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିବା ସହିତ ମିଶନ ଶକ୍ତିକୁ ଅଧିକ ତ୍ୱରାନ୍ଵିତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ରାଜ୍ୟ ସରକାରଙ୍କର ଏକ ଗୁରୁତ୍ବପୂର୍ଣ୍ଣ ବିଭାଗ। ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଦୃଷ୍ଟି ଏହି ବିଭାଗ ଉପରେ ରହିଛି । ତେଣୁ ଏହି ବିଭାଗର ସମସ୍ତ ଯୋଜନା କିପରି ସୁଚାରୁରୂପେ ହୋଇ ପାରିବ ସେନେଇ ଯତ୍ନବାନ ହେବାକୁ ବିଭାଗୀୟ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଓଡିଶା ମିଲେଟ ମିଶନ ଜରିଆରେ ମାଣ୍ଡିଆ,ଚାଷ, ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ବାରା ମାଣ୍ଡିଆ ପ୍ରକ୍ରିୟା କରଣ, ମିଶ୍ରଣ ଓ ଯୋଗାଣ ଆଦି ବାବଦରେ ସଚେତନ କରାଯାଇଛି । ଜିଲ୍ଲାରେ ଶିଶୁ କଲ୍ୟାଣ ଓ ମହିଳା ବିଭାଗର କାର୍ଯ୍ୟକ୍ରମ କିପରି କ୍ରିୟାଶୀଳ ହେବ ସେ ନେଇ ପରାମର୍ଶ ଦେଇଛନ୍ତି ସୂଚନା ଓ ଲୋକସଂପର୍କ ବିଭାଗର ଉପନିର୍ଦ୍ଦେଶକ ସଂଜୀବ ବାରିକ।
ଜିଲ୍ଲାର ସଂୟସହାୟକ ଗୋଷ୍ଠୀ ସମେତ ଅନେକ ବୈଠକରେ ସାମିଲ ହୋଇଥିଲେ। ଗୋଷ୍ଠୀର କର୍ମୀଙ୍କ ସହ ବଡି ପ୍ରସ୍ତୁତି ନେଇ ଆଲୋଚନା ହୋଇଥିଲା । ଗୋଷ୍ଠୀର ଲାଭ ଓ କ୍ଷତି ସଂପର୍କରେ ପଚାରି ବୁଝିଥିଲେ ମନ୍ତ୍ରୀ ହେମ୍ବ୍ରମ। ନିକଟରେ ମାଛ ଚାଷ କରି 7 ଲକ୍ଷ ଟଙ୍କା ଲାଭ କରିଥିବା କହିଥିଲେ କର୍ମୀ । ଆଗକୁ ଅଧିକ ଭଲ କାମ କରିବା ପାଇଁ ମନ୍ତ୍ରୀ କର୍ମୀମାନଙ୍କୁ ପରାମର୍ଶ ଦେଇଥିଲେ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications