ବଢିଲା ଅଡୁଆ: ଅନୁଭବଙ୍କୁ ମହିଳା କମିଶନଙ୍କ ନୋଟିସ୍
ଅନୁଭବଙ୍କ ସହ ତାଙ୍କ ମାଆ ଓ ବାପାଙ୍କୁ ବି ହାଜର ପାଇଁ ନୋଟିସ୍ ପଠାଇଥିବା ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ସୂଚନା ଦେଇଛନ୍ତି ।
ଭୁବନେଶ୍ୱର: ଗମ୍ଭୀର ହେବାରେ ଲାଗିଛି ବର୍ଷା-ଅନୁଭବ ବିବାଦ । ଅଭିନେତା ଅନୁଭବ ମହାନ୍ତିଙ୍କୁ ମହିଳା କମିଶନଙ୍କ ପକ୍ଷରୁ ନୋଟିସ୍ ଜାରି ହୋଇଛି । ଆସନ୍ତା ୨୯ ତାରିଖରେ ହାଜର ହେବାକୁ ନୋଟିସ୍ ଜାରି କରିଛନ୍ତି ମହିଳା କମିଶନ । ଅନୁଭବଙ୍କ ସହ ତାଙ୍କ ମାଆ ଓ ବାପାଙ୍କୁ ବି ହାଜର ପାଇଁ ନୋଟିସ୍ ପଠାଇଥିବା ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ସୂଚନା ଦେଇଛନ୍ତି ।

କିଛି ଦିନ ହେଲା ବର୍ଷା ଓ ଅନୁଭବଙ୍କ ମଧ୍ୟରେ ବିବାଦ ବଢ଼ି ଚାଲିଛି । ବର୍ଷା ଗତ ୧୫ ତାରିଖରେ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ । ଆଜି ଅନୁଭବ, ତାଙ୍କ ବାପା ଓ ମାଆଙ୍କୁ କମିଶନ ହାଜର ହେବାକୁ ନୋଟିସ୍ ଜାରି କରିଛନ୍ତି । ଅନ୍ୟପଟେ କଟକ ପୁରୀଘାଟ ଥାନାରେ ବର୍ଷାଙ୍କ ଅଭିଯୋଗ ଆଧାରରେ ଅନୁଭବଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ ।
More From
-
ଅଲୀ ଲାରିଜାନୀ ନିହତ, ଆମେରିକା-ଇସ୍ରାଏଲର ବଡ ଦାବି -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ... -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୧୮ ଦିନରେ ଇରାନ ଇସ୍ରାଏଲ ଓ ଆମେରିକା ଯୁଦ୍ଧ, ବନ୍ଦ ହେବାରେ ଆଶା କ୍ଷଣ -
ଡମଣା ଓ ଭିଏସ୍ଏସ୍ ନଗର ହାଟ ହେବ ପ୍ଲାଷ୍ଟିକ ଫ୍ରି ମାର୍କେଟ, ଆରମ୍ଭ ହେଲେ ପ୍ରକ୍ରିୟା -
ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର, ମେଡିକାଲରେ ଭର୍ତ୍ତି -
ପୁଣି SCB ମେଡିକାଲରେ ଅଘଟଣ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
ବିଧାନସଭାରେ ଅଚଳାବସ୍ଥା ଜାରି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି -
ଆମେରିକାକୁ ସାହାର୍ଯ୍ୟ କରିବ ଫ୍ରାନ୍ସ, ଯୋଜନା କହିଲେ ମାକ୍ରନ












Click it and Unblock the Notifications