କ୍ରାଇମବ୍ରାଞ୍ଚ ଏଡିଜି ହେଲେ ଯଶଓ୍ୱନ୍ତ ଜେଠୱା
କ୍ରାଇମବ୍ରାଞ୍ଚ ଏଡିଜି ହେଲେ ଯଶଓ୍ୱନ୍ତ ଜେଠୱା । ଅତିରିକ୍ତ ଏଡିଜି କ୍ରାଇମବ୍ରାଞ୍ଚ ଏଡିଜି ଦାୟିତ୍ୱ ତୁଲାଇବେ ଜେଠୱା ।
ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ଏଡିଜି ହେଲେ ଯଶଓ୍ୱନ୍ତ ଜେଠୱା । ଅତିରିକ୍ତ ଏଡିଜି କ୍ରାଇମବ୍ରାଞ୍ଚ ଏଡିଜି ଦାୟିତ୍ୱ ତୁଲାଇବେ ଜେଠୱା । ସୌମେନ୍ଦ୍ର ପ୍ରିୟଦର୍ଶୀ ପୁଲିସ କମିଶନର ହେବା ପରେ ଏହି ପଦ ଖାଲି ପଡିଥିଲା । ଜେଠୱା ଏବେ ଆଇନଶୃଙ୍ଖଳା ଏଡିଜି ଭାବେ ଦାୟିତ୍ୱ ତୁଲାଉଛନ୍ତି ।

କ୍ରାଇମବ୍ରାଞ୍ଚ ଏଡିଜି ପଦରୁ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ସିପି ଦାୟିତ୍ୱ ଦିଆଯିବା ପରେ ପଦ ଖାଲି ପଡିଥିଲା । ପୋଲିସ କମିଶନର ଭାବେ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ବଦଳି କରାଯାଇଛି । ୧୯୯୫ ବ୍ୟାଚର ଆଇପିଏସ୍ ଅଫିସର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀଙ୍କୁ ଟ୍ୱିନ୍ ସିଟି ପାଇଁ ପୋଲିସ କମିଶନର ଭାବେ ନିଯୁକ୍ତି ମିଳିଛି ।
ସୌମେନ୍ଦ୍ର ପ୍ରିୟଦର୍ଶୀ କ୍ରାଇମବ୍ରାଞ୍ଚ ଶାଖାରେ ଅତିରିକ୍ତ ଡିଜି ଭାବରେ କାର୍ଯ୍ୟ କରୁଥିଲେ । ଗୃହ ବିଭାଗ ଦ୍ବାରା ଜାରି ବିଜ୍ଞପ୍ତି ଅନୁଯାୟୀ ୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ ଶେଖର ଷଡଙ୍ଗୀଙ୍କୁ ଓଡିଶା ପୋଲିସ୍ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନ୍ (ଓପିଏଚ୍ ଆଣ୍ଡ ଡବ୍ଲୁସି) ର ସିଏମଡି ଭାବରେ ବଦଳି କରାଯାଇଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications