ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି; ବଜ୍ରପାତ ସହ ୩୦ରୁ ୪୦ କି.ମି ପବନ ସମ୍ଭାବନା

ଭୁବନେଶ୍ୱର: ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ଆଶଙ୍କା।
ବର୍ଷା, ବଜ୍ରପାତ ସହ ୩୦ରୁ ୪୦ କି.ମି ପବନ ସମ୍ଭାବନା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।

Yellow warning issued for 20 districts today
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+