ଆଗାମୀ ୨ ଘଣ୍ଟା ପାଇଁ ୩ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି
Odisha Weather Update: ଆଗାମୀ ୨ ଘଣ୍ଟା ପାଇଁ ୩ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ଯେଉଁଥି ପାଇଁ ସତର୍କ ସୂଚନା ଜାରି କରାଯାଇଛି । ସୁନ୍ଦରଗଡ଼, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।













Click it and Unblock the Notifications