ଉତ୍କଳ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ଯୋଗ ବିଭାଗ, ଘୋଷଣା କଲେ କ୍ରୀଡା ମନ୍ତ୍ରୀ

ଆଜି ହେଉଛି ଆନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ଖୁବଶୀଘ୍ର ବାଣୀବିହାରରେ ପୁଣି କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ । କୌଣସି କାରଣ ପାଇଁ ଦୀର୍ଘଦିନ ହେବ ବନ୍ଦ ରହିଛି ବିଭାଗ ।

Yoga department

ସାରା ବିଶ୍ୱ ଏବେ ଯୋଗକୁ ଗୁରୁତ୍ୱ ଦେଉଥିବାରୁ ପୁଣିଥରେ ବାଣୀବିହାରରେ ଯୋଗ ବିଭାଗ କାର୍ଯ୍ୟକ୍ଷମ ହେବା ନେଇ ସୂଚନା ଦେଇଛନ୍ତି କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା ପରେ ଖୁବଶୀଘ୍ର ନିଷ୍ପତ୍ତିି ନିଆଯିବ ବୋଲି କହିଛନ୍ତି ସୂରଜ ।

ଆଜି ହେଉଛି ଆନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଦେଶର ତମାମ ମାନ୍ୟଗଣ୍ୟ ବ୍ୟକ୍ତି ଏହି ଯୋଗ ଦିବସରେ ସାମିଲ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+