Get Updates
Get notified of breaking news, exclusive insights, and must-see stories!

୨୦ ହଜାର ଟଙ୍କାରେ କରିପାରିବେ ଆପାର୍ଟମେଣ୍ଟ ପଞ୍ଜିକରଣ

ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜିକରଣ । ଆପାର୍ଟମେଣ୍ଟର କମନ ଏରିଆ ବା ସର୍ବସାଧାରଣ ଅଞ୍ଚଳ ପଞ୍ଜିକରଣକୁ ନେଇ ଉପୁଜିଥିବା ଦ୍ବନ୍ଦ୍ବ ଦୂର ହୋଇଛି । ରାଜ୍ୟ ସରକାର ଏହି ପଞ୍ଜିକରଣକୁ ସହଜ କରିଛନ୍ତି । ଏଣିକି ୨୦ ହଜାର ଟଙ୍କାରେ ରିଅଲ ଇଷ୍ଟେଟ ପ୍ରକଳ୍ପର ସମ୍ପୂର୍ଣ୍ଣ କମନ ଏରିଆ ପଞ୍ଜିକରଣ କରାଯିବ । ରାଜସ୍ବ ବିଭାଗ ପକ୍ଷରୁ ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ କରିଛି ।

register an apartment

୨୦୨୩ ମସିହାରୁ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ସ୍ବତ୍ବ ଆଇନ ଆସିବା ସତ୍ତ୍ବେ କମନ ଏରିଆ ପଞ୍ଜୀକରଣକୁ ନେଇ ଦ୍ବନ୍ଦ୍ବ ଉପୁଜିଥିଲା । ଫଳରେ ଆପାର୍ଟମେଣ୍ଟ ପଞ୍ଜିକରଣରେ ଏହା ବାଧକ ସୃଷ୍ଟି ହୋଇଥିଲା । ଏଣିକି ୨୦ ହଜାର ଟଙ୍କାରେ ଆସୋସିଏନସ ଅଫ ଆଲଟି ବା ବାସଗୃହ କ୍ରେତା ସଂଘ ନାଁରେ କମନ ଏରିଆ ପଞ୍ଜିକରଣ ହୋଇପାରିବ । ଗତବର୍ଷ ନଭେମ୍ବରରେ ନଗର ଉନ୍ନୟନ ବିଭାଗ ପକ୍ଷରୁ ସବୁ ଅଂଶୀଦାରଙ୍କୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ଏଥିରେ ଆପାର୍ଟମେଣ୍ଟର କମନ ଏରିଆ ପଞ୍ଜିକରଣକୁ ବ୍ୟବସ୍ଥିତ କରିବା ପାଇଁ ନିଷ୍ପତ୍ତି ହୋଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+