Get Updates
Get notified of breaking news, exclusive insights, and must-see stories!

ଜିରୋ ନାଇଟ୍ ସେଲିବ୍ରେସନ୍: କମିସନରେଟ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା

ନୂଆ ବର୍ଷ ପାଇଁ କମିସନରେଟ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା ।ପୋଲିସ କମିସନର ସୁରେଶ ଦେବଦତ୍ତ ସିଂଙ୍କ ସୂଚନା ।ସୁରକ୍ଷାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ । ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ସମସ୍ତ ଥାନା ଅଧିକାରୀ । ଅଗ୍ନିଶମ ବାହିନୀ ପକ୍ଷରୁ ମଧ୍ୟ ସରିଛି ଯାଞ୍ଚ ପ୍ରକ୍ରିୟା । ସୁରକ୍ଷିତ ସହ ଲୋକେ କିଭଳି ସେଲିବ୍ରେସନ କରିବେ ସେଥିପ୍ରତି ଗୁରୁତ୍ୱ । ମଦ୍ୟପ ଗାଡ଼ି ଚାଳକଙ୍କ ଉପରେ ନଜର ରହିବ ବୋଲି ପୋଲିସ କମିଶନର ।

Zero Night Celebration

ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ବାର୍‌, ରେଷ୍ଟୁରାଣ୍ଟ ମାଲିକଙ୍କୁ ନିର୍ଦ୍ଦେଶ । ମହିଳାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି କମିସନରେଟ୍‌ ପୋଲିସ । ନିର୍ଦ୍ଧାରିତ ସମୟ ସୀମା ଭିତରେ କାର୍ଯ୍ୟକ୍ରମ ସାରିବାକୁ ନିର୍ଦ୍ଦେଶ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+