ଜିରୋ ନାଇଟ୍ ଉପରେ ଲାଗିଲା କଟକଣା;ମଧ୍ୟରାତ୍ରି ପରେ ନାଚଗୀତ ବନ୍ଦ
ଜିରୋ ନାଇଟ୍ ପାଇଁ ଭୁବନେଶ୍ୱର-କଟକକମିସନରେଟ୍ ପୁଲିସ ପକ୍ଷରୁ କଟକଣା ଲାଗୁ ହୋଇଛି। ୩୧ ଡିସେମ୍ବରରେ ଜିରୋ ନାଇଟ୍ ପାଳନ ପାଇଁ ନିର୍ଦ୍ଦେଶାବଳୀ ଜାରି ହୋଇଛି। ମଧ୍ୟରାାତ୍ରି ପରେ ମ୍ୟୁଜିକ ଏବଂ ସାଉଣ୍ଡ ସିଷ୍ଟମକୁ ବଜାଇବାକୁ କମିସନରେଟ ପୁଲିସ ନିଷେଧ କରିଛି। ଜିରୋ ନାଇଟ୍ ପାଳନ ସମୟରେ ଆଇନ ଶୃଙ୍ଖଳା ବଜାୟ ରଖିବା, ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଏବଂ ଟ୍ରାଫିକ୍ ନିୟନ୍ତ୍ରଣ କରିବା ପାଇଁ କଡ଼ା ନିର୍ଦ୍ଦେଶାବଳୀ ଜାରି କରାଯାଇଛି।













Click it and Unblock the Notifications