Home / Photos
ନବୀନ ନିବାସରେ ମଧ୍ୟାହ୍ନ ଭୋଜନ କଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ
ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିଛନ୍ତି । ଦିଲ୍ଲୀ ଫେରିଯିବା ପୂର୍ବରୁ ଶ୍ରୀମତି ମୁର୍ମୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସକୁ ନିମନ୍ତ୍ରିତ ହୋଇଥିଲେ । ସେଠାରେ ନବୀନଙ୍କ ସହ ମଧ୍ୟାହ୍ନ ଭୋଜନ କରିଥିଲେ ଭାବି ରାଷ୍ଟ୍ରପତି ପ୍ରାର୍ଥୀ ।
1/8
Share
ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାଗତ କରି ବିଧାନସଭା ଭିତରକୁ ପାଛୋଟି ନେଇଛନ୍ତି ।
2/8
Share
ଦିଲ୍ଲୀ ଫେରିଯିବା ପୂର୍ବରୁ ଶ୍ରୀମତି ମୁର୍ମୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସକୁ ନିମନ୍ତ୍ରିତ ହୋଇଥିଲେ ।
3/8
Share
ମଧ୍ୟାହ୍ନ ଭୋଜନ ପାଇଁ ଭାବି ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିଥିଲେ ନବୀନ ପଟ୍ଟନାୟକ । ଆଉ ନବୀନଙ୍କ କଥା ରଖି ଦ୍ରୌପଦୀ ମୁର୍ମୁ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଏକାଠି ଭୋଜନ କରିଛନ୍ତି ।
4/8
Share
ତାଙ୍କ ସାଥିରେ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଓ ବିଜେଡ଼ି ସାଂସଦ ପିନାକୀ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ ।
5/8
Share
ମଧ୍ୟାହ୍ନ ଭୋଜନରେ ଦ୍ରୌପଦୀଙ୍କୁ ପରଷା ଯାଇଥିଲା ନିରାମିଷ ଭେଜନ। ଏଥିରେ ସ୍ବାଦିଷ୍ଠ ଓଡ଼ିଆ ଖାଦ୍ୟ ଥିଲା। ଏହି ସମୟରେ ନବୀନ ନିବାସରେ ପାରିବାରିକ ପରିବେଶ ସୃଷ୍ଟି ହୋଇଥିଲା।
6/8
Share
ମଧ୍ୟାହ୍ନ ଭୋଜନରେ ଦ୍ରୌପଦୀଙ୍କୁ ପରଷା ଯାଇଥିଲା ନିରାମିଷ ଭେଜନ। ଏଥିରେ ସ୍ବାଦିଷ୍ଠ ଓଡ଼ିଆ ଖାଦ୍ୟ ଥିଲା।
7/8
Share
ବିଧାନସଭାର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିଥିଲେ।
8/8
Share
ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାଗତ କରି ବିଧାନସଭା ଭିତରକୁ ପାଛୋଟି ନେଇଛନ୍ତି ।


Click it and Unblock the Notifications