କଂଗ୍ରେସ ହାତ ଧରିଲେ ମନୋଜ ମିଶ୍ର
ଭୁବନେଶ୍ୱର: ହାତ ଧରିଲେ ମନୋଜ ମିଶ୍ର । ଅଭିନେତା ମନୋଜ ମିଶ୍ର ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି । ପିସିସି ସଭାପତି ଓ କଂଗ୍ରେସ ପ୍ରଭାରୀଙ୍କ ଉପସ୍ଥିତିରେ କଂଗ୍ରେସ ଭବନରେ ହାତ ଧରିଛନ୍ତି ମନୋଜ । ଏହି ସମୟରେ ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତ ଥିଲେ ।

କଂଗ୍ରେସ ଦଳରେ ମିଶିବା ପରେ ମନୋଜ କହିଛନ୍ତି, ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ମୁଁ ଆସିଛି । ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି । ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାଁନ୍ତି । ତେଣୁ ଲୋକଙ୍କ ସ୍ୱର ଉଠାଇବାକୁ ମୁଁ କଂଗ୍ରେସରେ ସାମିଲ ହୋଇଛି । ଓଡ଼ିଆ ସିନେମା ପାଇଁ ମୁହଁ ଖୋଲିଲି ବୋଲି ଏବେ ଓଡ଼ିଆ ସିନେମାରେ କିଛି ପରିବର୍ତ୍ତନ ଆସିଛି । ନିର୍ବାଚନ ଲଢିବି କି ନାହିଁ ତାହା ପରବର୍ତ୍ତୀ ସମୟରେ ଦଳ ନିଷ୍ପତ୍ତି ନେବ । ପୂର୍ବରୁ ଓଲିଉଡକୁ ନେଇ ଦେଖାଦେଇଥିବା ବିବାଦରେ ମନୋଜ ମିଶ୍ରଙ୍କ ସମର୍ଥନରେ ବାହାରିଥିଲେ ନରସିଂହ ମିଶ୍ର ।
ଅଭିନେତା ମନୋଜ ମିଶ୍ରଙ୍କୁ କିଛି ପ୍ରଯୋଜକଙ୍କ ବାସନ୍ଦ ପ୍ରସଙ୍ଗକୁ ନେଇ ବିବାଦ ବଢ଼ିଥିଲା । ଏହି ବିବାଦରେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ମଧ୍ୟ ଏଣ୍ଟ୍ରି ମାରିବା ସହ ମନୋଜଙ୍କ ସପକ୍ଷରେ ମତ ରଖିବା ସହ ବାସନ୍ଦ ପ୍ରତ୍ୟାହାର ନ ହେଲେ ଓଡ଼ିଶା ଦୁଇ ଭାଗ ହୋଇଯିବ ବୋଲି ପୂର୍ବରୁ ମତ ରଖିଥିଲେ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications