ଦ୍ରୌପଦୀଙ୍କ ପ୍ରାର୍ଥିତ୍ବକୁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀଙ୍କ ସମର୍ଥନ
ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ବିଭିନ୍ନ ସ୍ଥାନରୁ ବଢୁଛି ସମର୍ଥନ । ପୂର୍ବରୁ ଓଡିଶା ନବୀନ ପଟ୍ଟନାୟକ, ଏବେ ଆନ୍ଧ୍ରପ୍ରଦେଶ ସରକାର ଦ୍ରୌପଦୀଙ୍କୁ ସମର୍ଥନ କରିଛନ୍ତି ।
ଅମରାବତୀ: ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ବିଭିନ୍ନ ସ୍ଥାନରୁ ବଢୁଛି ସମର୍ଥନ । ପୂର୍ବରୁ ଓଡିଶା ନବୀନ ପଟ୍ଟନାୟକ, ବିହାରରେ ଏଲଜେପିଆର, ଜେଡିୟୁ ଏନଡିଏର ପ୍ରାର୍ଥୀ ଚୟନକୁ ପ୍ରଶଂସା କରି ସମର୍ଥନ କରିଥିବା ବେଳେ ଏବେ ଆନ୍ଧ୍ରପ୍ରଦେଶ ସରକାର ଦ୍ରୌପଦୀଙ୍କୁ ସମର୍ଥନ କରିଛନ୍ତି ।

ଯଦି ଦ୍ରୌପଦୀ ମୁର୍ମୁ ବିଜୟୀ ହୁଅନ୍ତି ତାହାହେଲେ ସେ ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହେବେ । ଆନ୍ଧ୍ର ସରକାରଙ୍କ ସରକାରୀଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଜରିଆରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ସମର୍ଥନ ଘୋଷଣା କରିଛନ୍ତି ।
ଏଥିସହ ଆଜି ମୁର୍ମୁଙ୍କ ପ୍ରାର୍ଥିପତ୍ର ଦାଖଲ ସମୟରେ ତାଙ୍କ ଦଳର ଦୁଇ ସାଂସଦ ଉପସ୍ଥିତ ରହିବେ ବୋଲି ମଧ୍ୟ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ । ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି, ମୁଖ୍ୟମନ୍ତ୍ରୀ ସବୁବେଳେ ଏସସି, ଏସଟି, ବିସି ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟର ପ୍ରତିନିଧିତ୍ବକୁ ଗୁରୁତ୍ବ ଦେଇଥାନ୍ତି । ଜଣେ ଆଦିବାସୀ ସମ୍ପ୍ରଦାୟର ମହିଳାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବାର ଏନଡିଏ ନିଷ୍ପତ୍ତିକୁ ଗ୍ରହଣ କରିଛନ୍ତି ଆନ୍ଧ୍ର ମୁଖ୍ୟମନ୍ତ୍ରୀ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications