ବିଜେଡି ଛାଡ଼ିଲେ ଅରିନ୍ଦମ୍; ସାଧାରଣ ସମ୍ପାଦକ ସହ ଦଳର ପ୍ରାଥମିକ ପଦରୁ ଇସ୍ତଫା

ବିଜେଡି ଛାଡ଼ିଲେ ଅରିନ୍ଦମ୍ । ସାଧାରଣ ସମ୍ପାଦକ ସହ ଦଳର ପ୍ରାଥମିକ ପଦରୁ ଇସ୍ତଫା ଦେଇଛନ୍ତି ଅରିନ୍ଦମ । ଦଳର ସଭାପତି ନବୀନ ପଟ୍ଟନାୟଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି ଅରିନ୍ଦମ ।

ଇସ୍ତଫା ପତ୍ରରେ ନିଜର କ୍ଷୋଭ ଜଣାଇଛନ୍ତି ଅରିନ୍ଦମ । ତାଙ୍କ କାର୍ଯ୍ୟକୁ ଦଳରେ ମର୍ଯ୍ୟାଦା ମିଳୁନଥିବା କହିଲେ ଅରିନ୍ଦମ । ତେବେ ପୂର୍ବରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟିବା ପରେ ଏହି ପ୍ରସଙ୍ଗ ଏବେ ବେଶ ଚର୍ଚ୍ଚାର ବିଷୟ ପାଲଟିଥିଲା ।

Arindam Roy

ବିଜେଡି ସାଂଗଠନିକ ସମ୍ପାଦକ ବବି ଦାସଙ୍କ ଭିଣୋଇ ଅରିନ୍ଦମ ରାୟ, ବିଜେଡି ଛାଡିବାକୁ ନେଇ କଟକ ରାଜନୀତିରେ ହଟଚମଟ ସୃଷ୍ଟି ହୋଇଥିଲା ।

ସୂଚନା ଅନୁଯାୟୀ, ସେହିପରି କିଛି ମାସ ପୂର୍ବରୁ ଗଣମାଧ୍ୟମ ସାମ୍ନାରେ ଅରିନ୍ଦମ ମଧ୍ୟ ନିଜର ଅସନ୍ତୋଷ ଜାହିର କରିଥିଲେ । ଦଳ ଯଦି ତାଙ୍କୁ ଆବଶ୍ୟକ କରୁନାହିଁ, ତେବେ ସେ ଦଳରେ କାହିଁକି ରହିବେ ବୋଲି କହିଥିଲେ । ସେତେବେଳେ ଚର୍ଚ୍ଚା ଆରମ୍ଭ ହୋଇଥିଲା ଯେ, ଅରିନ୍ଦମ ବିଜେଡି ଛାଡି ପାରନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+