ମହାପ୍ରଭୁଙ୍କୁ ଦର୍ଶନ କଲେ ବାଲେଶ୍ୱର ବିଜେଡି ଲୋକସଭା ପ୍ରାର୍ଥୀ ଲେଖାଶ୍ରୀ; କହିଲେ ଏଥର ବି ବିଜେଡି ଗଢିବ ସରକାର
ମହାପ୍ରଭୁଙ୍କୁ ଦର୍ଶନ କଲେ ଲେଖାଶ୍ରୀ । ବାଲେଶ୍ୱର ବିଜେଡି ଲୋକସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାର ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରି ସେ ପ୍ରଚାର ମୈଦାନକୁ ଓହ୍ଲାଇବେ ।
ବାଲେଶ୍ୱର ଲୋକ ସଭା ଆସନରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ମିଳିଛି ଟିକେଟ୍। ନିକଟରେ ସେ ଭାଜପା ଛାଡି ବିଜେଡିରେ ଯୋଗ ଦେଇଥିଲେ। ତେବେ ଟିକେଟ୍ ମିଳିବା ପରେ ସେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ।
ମହାପ୍ରଭୁଙ୍କୁ ଦର୍ଶନ କରି ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଅରୁଣ ସ୍ତମ୍ଭ ନିକଟରେ ସାଷ୍ଟାଙ୍ଗ ପ୍ରଣାମ କରିଥିଲେ । ଆଉ ଚଳିତ ନିର୍ବାଚନରେ ବିଜୁ ଜନତା ଦଳ ପୁଣି ଥରେ ସରକାର ଗଢିବ ବୋଲି କହିଛନ୍ତି ଲେଖାଶ୍ରୀ ।

ମହାପ୍ରଭୁଙ୍କୁ ଦର୍ଶନ କରି ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରିଛନ୍ତି । ଜଗା ଦର୍ଶନ କରିବା ପରେ ସେ ଅରୁଣ ସ୍ତମ୍ଭ ନିକଟରେ ସାଷ୍ଟାଙ୍ଗ ପ୍ରଣାମ କରିଥିଲେ ।
ଚଳିତ ନିର୍ବାଚନରେ ବିଜୁ ଜନତା ଦଳ ପୁଣି ଥରେ ସରକାର ଗଢିବ ବୋଲି କହିଛନ୍ତି ଲେଖାଶ୍ରୀ ।ମହାପ୍ରଭୁଙ୍କ ଦର୍ଶନ କରି ସେ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ସେ କହିଛନ୍ତି ।












Click it and Unblock the Notifications