ନୂତନ ବାଚସ୍ପତି ହେଲେ ଆରୁଖ

ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ । ଗୃହରେ ବିକ୍ରମ ଆରୁଖଙ୍କ ନାମ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିବା ପରେ ଗୃହରେ ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ନାମ ଘୋଷଣା କଲେ ଉପବାଚସ୍ପତି ରଜନୀକାନ୍ତ ସିଂ । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରସ୍ତାବକୁ ସମର୍ଥନ କରିଥିଲେ । ପଦ

ଭୁବନେଶ୍ବର: ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ । ଗୃହରେ ବିକ୍ରମ ଆରୁଖଙ୍କ ନାମ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିବା ପରେ ଗୃହରେ ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ନାମ ଘୋଷଣା କଲେ ଉପବାଚସ୍ପତି ରଜନୀକାନ୍ତ ସିଂ । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରସ୍ତାବକୁ ସମର୍ଥନ କରିଥିଲେ । ପଦମର୍ଯ୍ୟାଦା ରକ୍ଷା ସହ ଗୃହ ସୁପରିଚାଳନା କରିବାକୁ ପ୍ରୟାସ କରିବି ବୋଲି କହିଛନ୍ତି ଆରୁଖ ।

arukh

ଆଜି ଠାରୁ ନିଜର ନୂଆ ଆସନ ସମ୍ଭାଳିବେ ଆରୁଖ। 1995 ମସିହାରୁ ଲଗାତର ଭାବେ ଭଞ୍ଜନଗରରୁ ବିଧାନସଭାକୁ ନିର୍ବାଚିତ ହୋଇଆସୁଛନ୍ତି ବିକ୍ରମ କେଶରୀ ଆରୁଖ ।

2008 ମସିହାରେ ସରକାରୀ ଦଳ ମୁଖ୍ୟ ସଚେତକ ଓ 2009 ମସିହାରୁ 13ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ଆଇନ, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ, ସଂସଦୀୟ ବ୍ୟାପାର ପରି ବହୁ ଗୁରୁତ୍ବ ପୂର୍ଣ୍ଣ ବିଭାଗର ମନ୍ତ୍ରୀ ଦାୟିତ୍ବ ତୁଲାଇ ସାରିଛନ୍ତି । ଜୁନ୍ 4 ରେ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଇସ୍ତଫା ପରେ ଏହି ପଦବୀ ଖାଲି ରହିଥିଲା। ଏଥି ସହ ମନ୍ତ୍ରି ମଣ୍ତଳ ରେ ହୋଇଥିଲା ଅଦଳ ବଦଳ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+