ବିଜେପି-ବିଜେଡି ମେଣ୍ଟ ନେଇ ଅମିତ ଶାହଙ୍କ ବଡ଼ ବୟାନ; କହିଲେ ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭାରେ ଦଳ ଭଲ କରିବ

ଦିଲ୍ଲୀରେ ବିଜେପି-ବିଜେଡି ମେଣ୍ଟ ନେଇ ଅମିତ ଶାହଙ୍କ ବଡ଼ ବୟାନ। ଦିଲ୍ଲୀରେ ଇଣ୍ଡିଆ ଟୁଡେ କନକ୍ଲେଭରେ ବଡ଼ ବୟାନ ଦେଲେ ଅମିତ ଶାହ । ଅମିତ ଶାହା କହିଛନ୍ତି ଯେ ଏନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ଓ ପ୍ରଧାନମନ୍ତ୍ରୀ ନିଷ୍ପତ୍ତି ନେଇ ନାହାନ୍ତି । ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭାରେ ଦଳ ଭଲ କରିବ ବୋଲି ଅମିତ୍ ଶାହା କହିଛନ୍ତି ।

Amit Shah

ଉଭୟ ଲୋକସଭା ଏବଂ ବିଧାନସଭାରେ ଦଳର ସ୍ଥିତିରେ ବଡ଼ ସୁଧାର ଆସିବ ବୋଲି କନକ୍ଲେଭରେ କହିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ସେ ଆହୁରି କହିଛନ୍ତି ଯେ ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଷ୍ପତ୍ତି ନେଇ ନାହାନ୍ତି। ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭାରେ ଦଳ ଭଲ କରିବ ବୋଲି କହିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+