୧୫ ରାଉଣ୍ଡ ସୁଦ୍ଧା ୫୦ ହଜାର ୬୫୬ ଭୋଟ୍ରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗୁଆ
ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ୧୫ ରାଉଣ୍ଡ ସୁଦ୍ଧା ୫୦ ହଜାର ୬୫୬ ଭୋଟ୍ରେ ଆଗୁଆ। ୧୫ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୭୩,୭୪୫ ଭୋଟ୍ । ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୨୩,୦୮୯ଭୋଟ୍। ତୃତୀୟ ସ୍ଥାନରେ ଘାସିରାମଙ୍କୁ ୨୨,୬୧୮ ଭୋଟ୍।
୨୦୨୪ ନିର୍ବାଚନରେ ବାପା ପାଇଥିବା ଭୋଟ୍କୁ ଟପିଲେ। ୨୦୨୪ରେ ବାପା ରାଜେନ୍ଦ୍ର ଢୋଲକିଆ ପାଇଥିଲେ ୬୧,୮୨୨ ଭୋଟ୍। ୧୩ ରାଉଣ୍ଡ ସୁଦ୍ଧା ୬୩ ହଜାରରୁ ଅଧିକ ଭୋଟ୍ ପାଇ ଟପିଲେ।

More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications