ଆଜି ବସିବ ବିଜେପି ରାଜ୍ୟ ନିର୍ବାଚନ କମିଟି ବୈଠକ

Odisha BJP: ଆଜି ଓଡ଼ିଶା ବିଜେପି ନିର୍ବାଚନ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବା ପାଇଁ ଯାଉଛି । ଅପରାହ୍ନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବୈଠକ ବସିବ । ଆସନ୍ତା ନିର୍ବାଚନ ପାଇଁ ସମସ୍ତ ସିଟ୍ ନେଇ ଆଲୋଚନା ହେବ । ବିଜେରି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂହ ତୋମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏଇ ବୈଠକରେ ଦଳ ବରିଷ୍ଠ ନେତା ମାନେ ଯୋଗ ଦେବେ ।

Odisha BJP

ସେହିପରି ସୂଚନା ରହିଛି ଯେ, ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ପାରନ୍ତି । ତେବେ ଏହା ପୂର୍ବରୁ ରାଜ୍ୟ ବିଜେପିର କୋର କମିଟି ବୈଠକ ଅନୁଷ୍ଠିତ ହେବ । ରାଜ୍ୟ କୋର କମିଟି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ନିର୍ବାଚନ ପ୍ରଭାରୀ, ସହ ପ୍ରଭାରୀ, ରାଷ୍ଟ୍ରିୟ ମୁଖପାତ୍ର ସମ୍ବତ ପାତ୍ର ଏବଂ ଅପରାଜିତା ଷଡଙ୍ଗୀ ଉପସ୍ଥିତ ରହିବା ନେଇ ସୂଚନା ରହିଛିି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+