ମେ’ ୩୧ରେ ବ୍ରଜରାଜନଗରରେ ଉପନିର୍ବାଚନ
ରାଜ୍ୟରେ ଆଉ ଏକ ସ୍ଥାନରେ ଉପନିର୍ବାଚନ ପାଇଁ ବାଜିଲା ବିଗୁଲ । ମେ’୩୧ରେ ବ୍ରଜରାଜନଗର ଉପନିର୍ବାଚନ ଭୋଟ୍ ଗ୍ରହଣ ।
ଭୁବନେଶ୍ୱର: ରାଜ୍ୟରେ ଆଉ ଏକ ସ୍ଥାନରେ ଉପନିର୍ବାଚନ ପାଇଁ ବାଜିଲା ବିଗୁଲ । ମେ'୩୧ରେ ବ୍ରଜରାଜନଗର ଉପନିର୍ବାଚନ ଭୋଟ୍ ଗ୍ରହଣ । ସେହିଭଳି ୩ ଜୁନରେ ଭୋଟଗଣତି ହେବା ସହ ଫଳାଫଳ ପ୍ରକାଶ ପାଇବ । ଏନେଇ ଆଜି ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଉପନିର୍ବାଚନ ପାଇଁ ମେ' ୪ରେ ପ୍ରକାଶ ପାଇବ ଗେଜେଟ ବିଜ୍ଞପ୍ତି । ସେହିଭଳି ମେ' ୧୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ହୋଇପାରିବ । ମେ' ୧୨ରେ ନାମାଙ୍କନ ଯାଞ୍ଚ, ୧୭ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟାହାର ପାଇଁ ସମୟ ରହିବ । ମେ' ୩୧ରେ ଭୋଟ ଗ୍ରହଣ, ଜୁନ୍ ୩ ତାରିଖରେ ଗଣତି ହେବ ।
ସୂଚନାଯୋଗ୍ୟ, ଗତ ଡିସେମ୍ବର ୩୦ରେ ବରିଷ୍ଠ ବିଜେଡି ନେତା ତଥା ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ ପରେ ଏହି ଆସନରେ ନିର୍ବାଚନ ହେବାକୁ ଯାଉଛି । ଉପନିର୍ବାଚନ ପାଇଁ ଘୋଷଣା ପରେ ଏବେ ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଆରମ୍ଭ ହେବ କସରତ । ତେବେ କେଉଁ ଦଳରୁ କିଏ ପ୍ରାର୍ଥୀ ହେଉଛି ତାହା ଉପରେ ରହିବ ସମସ୍ତଙ୍କର ନଜର ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications