ଚନ୍ଦ୍ରଶେଖର ସାହୁଙ୍କୁ ବଡ଼ ଦାୟିତ୍ୱ, ବିଜେଡ଼ି ଇସ୍ତାହାର କମିଟିର ହେଲେ ଅଧ୍ୟକ୍ଷ

ବ୍ରହ୍ମପୁର: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଲା ବଡ଼ ଦାୟିତ୍ୱ । ବିଜେଡି ତାଙ୍କୁ ନିର୍ବାଚନୀ ଇସ୍ତାହାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଦେଇଛି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଏହି ଗୁରୁତ୍ୱ ଦାୟିତ୍ୱ ଦେଇଛି ।

chandrasekhar sahu

ବର୍ତ୍ତମାନ ଚନ୍ଦ୍ରଶେଖରଙ୍କ ତତ୍ତ୍ୱାବଧାନରେ ଆଗାମୀ ନିର୍ବାଚନ ପାଇଁ ଇସ୍ତାହାର ପ୍ରସ୍ତୁତ କରିବ ବିଜେଡି । ଦଳ କେଉଁ କେଉଁ ପ୍ରସଙ୍ଗକୁ ଗୁରୁତ୍ୱ ଦେଇ ନିଜର ଇସ୍ତାହାର ପ୍ରକାଶ କରିବ, ତାର ଦାୟିତ୍ୱ ଏବେ ଚନ୍ଦ୍ରଶେଖର ସାହୁଙ୍କୁ ଦିଆଯାଇଛି । ଏଥସହିତ ତାଙ୍କୁ ରାଜ୍ୟ ଉପ ସଭାପତି ଭାବେ ମଧ୍ୟ ନୂଆ ନିଯୁକ୍ତି ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+