ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର କରିବେ ନବୀନ

ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କରିଛି ଷ୍ଟାର ପ୍ରଚାରକ ତାଲିକା । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହୋଇଥିବା ବେଳେ ଏଥିରେ ସାମିଲ ଅଛନ୍ତି ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କରିଛି ଷ୍ଟାର ପ୍ରଚାରକ ତାଲିକା । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହୋଇଥିବା ବେଳେ ଏଥିରେ ସାମିଲ ଅଛନ୍ତି ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେବେ ତାଲିକାରେ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କ ନାଁ ରହିଛି । ତାଲିକାରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ପ୍ରଶନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ଅରୁଣ ସାହୁ, ପ୍ରତାପ ଜେନାଙ୍କ ନାଁ ରହିଛି ।

CM Naveen

ସୂଚନାଯୋଗ୍ୟ, ଆସନ୍ତ ୩୧ ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ହେବ । ଏଥିନିମନ୍ତେ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଏହାପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡିରୁ ଅଳକା ମହାନ୍ତି, ବିଜେପିରୁ ରାଧାରାଣୀ ପଣ୍ଡା ଓ କଂଗ୍ରେସ ପକ୍ଷରୁ କିଶୋର ପଟେଲ ନାମାଙ୍କନ ଦାଖଲ କରିଛନ୍ତି। ଏହି ତିନି ପ୍ରମୁଖ ପ୍ରାର୍ଥୀଙ୍କ ବ୍ୟତିତ ମୋଟ୍ ୧୪ ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+