ନରସିଂହ ମିଶ୍ର ସଂପୂର୍ଣ୍ଣ ସୁସ୍ଥ : ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସୁସ୍ଥ ଅଛନ୍ତି | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ମିଶ୍ରଙ୍କ ପରିବାର ଲୋକଙ୍କ ସହ କଥା ହୋଇ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରିବୁଝିଛନ୍ତି | ଏଥିସହିତ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି |

ଭୁବନେଶ୍ୱର : କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସୁସ୍ଥ ଅଛନ୍ତି | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ମିଶ୍ରଙ୍କ ପରିବାର ଲୋକଙ୍କ ସହ କଥା ହୋଇ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରିବୁଝିଛନ୍ତି | ଏଥିସହିତ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି |

Narasingha Mishra-Congress

ସୂଚନା ଯୋଗ୍ୟ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସିବିଆଇ ଅଫିସ ନିକଟରେ ଭାଷଣ ଦେବା ବେଳେ ଅସୁସ୍ଥ ହୋଇପଡ଼ିଲେ | ଭାଷଣ ଦେଇ ସାରିବା ପରେ ସେ ପ୍ରଥମେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରେ ହଠାତ ଛାତିକୁ ଧରି ତଳେ ବସିପଡ଼ିଥିଲେ । ତାଙ୍କୁ ଏକ ଘରୋଇ ଡକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେ ଏବେ ସୁସ୍ଥ ଅଛନ୍ତି ବୋଲି ଡାକ୍ତର ସୂଚନା ଦେଇଛନ୍ତି |

ଏଥିସହିତ ପ୍ରଦେଶ କଂଗ୍ରସ କମିଟିର ସଭାପତି ନିରଞ୍ଜନ ପଟ୍ଟନାୟକ ଏବଂ ନରସିଂହ ମିଶ୍ରଙ୍କ ଭାଇ ସେ ସୁସ୍ଥ ଥିବା ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି |

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+