Get Updates
Get notified of breaking news, exclusive insights, and must-see stories!

ଓଡ଼ିଶାର ୬୪ ବିଧାୟକଙ୍କ ବିରୋଧରେ ରହିଛି ଅପରାଧିକ ମାମଲା: ଏଡିଆର ରିପୋର୍ଟ

ଭୁବନେଶ୍ୱର: ଓଡ଼ିଶାର ୬୪ ଜଣ ବିଧାୟକଙ୍କ ବିରୋଧରେ ରହିଛି ଅପରାଧିକ ମାମଲା । ଯେଉଁଥରୁ ୪୬ ଜଣ ବିଧାୟକଙ୍କ ନାମରେ ଗୁରୁତର ଅପରାଧିକ ମାମଲା ରହିଛି । ଆସୋସିଏସନ ଫର ଡେମୋକ୍ରେଟିକ ରିଫର୍ମ ବା ଏଡିଆର ପକ୍ଷରୁ ପ୍ରକାଶିତ ରିପୋର୍ଟରେ ରହିଛି ଏହି ତଥ୍ୟ ।

ଦେଶର ୨୮ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳର ବିଧାୟକଙ୍କ ପକ୍ଷରୁ ସତ୍ୟପାଠ ଜରିଆରେ ଘୋଷଣା କରାଯାଇଥିବା ଅପରାଧିକ ପୃଷ୍ଠଭୂମି ବିବରଣୀକୁ ବିଶ୍ଳେଷଣ କରାଯାଇ ଏଡିଆର ପକ୍ଷରୁ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି ।

ADR Report

ଦେଶର ୧୮୧ ବିଧାୟକଙ୍କ ନାମରେ ହତ୍ୟା ଉଦ୍ୟମ ମାମଲା ରହିଛି । ଏହି ତାଲିକାରେ ଓଡ଼ିଶାର ୧୧ ଜଣ ବିଧାୟକ ରହିଛନ୍ତି । ଦେଶର ୧୧୪ ବିଧାୟକଙ୍କ ବିରୋଧରେ ମହିଳା ବିରୋଧୀ ହିଂସା ମାମଲା ଥିବାବେଳେ ଏଥିରେ ଓଡ଼ିଶାର ୧୨ ଜଣ ବିଧାୟକ ରହିଛନ୍ତି । ୧୪ ଜଣ ବିଧାୟକଙ୍କ ବିରୋଧରେ ଦୁଷ୍କର୍ମ ମାମଲା ଥିବାବେଳେ ଏଥିରେ ଓଡ଼ିଶାର ଜଣେ ବିଧାୟକଙ୍କ ନାମ ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+