ବ୍ରଜରାଜନଗର ଉପନିର୍ବାଚନ: ପ୍ରଚାର ମୈଦାନକୁ ଓହ୍ଲାଇଲେ ଧର୍ମେନ୍ଦ୍ର ପ୍ରଧାନ
ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପ୍ରଚାର ପାଇଁ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ବିଜେପି ପକ୍ଷରୁ ଷ୍ଟାର ପ୍ରଚାରକ ଭାବେ ଯୋଗ ଦେଇଛନ୍ତି ।
ବ୍ରଜରାଜନଗର: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପ୍ରଚାର ପାଇଁ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ବିଜେପି ପକ୍ଷରୁ ଷ୍ଟାର ପ୍ରଚାରକ ଭାବେ ଯୋଗ ଦେଇଛନ୍ତି । ରମ୍ପେଲାର ଡୁଙ୍ଗଡୁଙ୍ଗଠାରେ ପହଞ୍ଚିବା ପରେ ଦଳିୟ କର୍ମୀ ତାଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି । ବିଜେପି ପ୍ରାର୍ଥୀ ରାଧାରଣୀ ପଣ୍ଡାଙ୍କ ପାଇଁ ଭୋଟ୍ ମାଗିବା ସହ ୩ଟ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ବ୍ରଜରାଜନଗର ନିର୍ବାଚନୀ ମଣ୍ତଳିର ରମ୍ପେଲା, ବାଗମୁଣ୍ତା, ପଞ୍ଚଗାଁ, କନକତୋରା ଗ୍ରାମ ପଞ୍ଚାୟତ ସହ ବେଲପାହାଡ ଓ ବ୍ରଜରାଜନଗର ପୌରାଞ୍ଚଳରେ ନିର୍ବାଚନୀ ସଭା ସହ ରୋଡ ସୋ ପ୍ରଚାର କାର୍ଯ୍ୟକ୍ରମରେ ଧର୍ମେନ୍ଦ୍ର ସାମିଲ ହେବେ । ଏହି କାର୍ଯ୍ୟକ୍ରମ ରେବସୁରେଶ ପୂଜାରୀଙ୍କ ସମେତ ଅନେକ ଦଳୀୟ ନେତା ଉପସ୍ଥିତ ରହିଛନ୍ତି ।
କେନ୍ଦ୍ରମନ୍ତ୍ରୀ କହିଛନ୍ତି , ୨୨ ବର୍ଷ ବର୍ଷ ପରେ ବ ରାଜ୍ୟର ଲୋକ ଦାଦନ ଖଟିବାକୁ ଯାଉଛନ୍ତି । କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଯୋଜନା ଆୟୁଷ୍ମାନ ଯୋଜନାକୁ ସରକାର କାହିଁକି ଲାଗୁ କରୁନାହାନ୍ତି । ରାଜ୍ୟରେ ପିସି ନଦେଲେ କାମ ହେଉନାହିଁ ବୋଲି ଅଭିଯୋଗ ଆଣିଛନ୍ତି କେନ୍ଦ୍ରମନ୍ତ୍ରୀ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications