ଚାକିରି ଦୁର୍ନୀତି ମାମଲା: ପଶ୍ଚିମବଙ୍ଗ ମନ୍ତ୍ରୀଙ୍କ ଘରେ ଇଡି ରେଡ୍
ED Raid: ଚାକିରି ଦୁର୍ନୀତି ମାମଲା । ପଶ୍ଚିମବଙ୍ଗ ମନ୍ତ୍ରୀ ସୁଜିତ ବୋଷଙ୍କ କୋଲକାତା ଘରେ ଇଡି ରେଡ୍ । ଅଗ୍ନିଶମ ଓ ଜରୁରୀକାଳୀନ ସେବା ମନ୍ତ୍ରୀ ସୁଜିତ ବୋଷଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଏକକାଳୀନ ଚଢାଉ କରିଛି ।

ସୂଚନା ଅନୁସାରେ, ଆଜି ସକାଳୁ ଇଡି ସୁଜିତ ବୋଷଙ୍କ ଘରେ ପଶି ଯାଞ୍ଚ ଆରମ୍ଭ କରିଛି । ଇଡି ସୁଜିତଙ୍କ ୨ଟି ଘର ସମେତ ଟିଏମସି ବିଧାୟକ ତାପସ ରୟଙ୍କ ଘର ଓ ମ୍ୟୁନିସିପାଲିଟିର ପୂର୍ବତନ ଭାଇସ ଚେୟାରମ୍ୟାନଙ୍କ ଘରେ ମଧ୍ୟ ରେଡ୍ କରିଛି । ପଶ୍ଚିମବଙ୍ଗରେ ଚାକିରି ଦୁର୍ନୀତି ମାମଲା ସାମନାକୁ ଆସିବା ପରେ ଗତ ଏପ୍ରିଲ ମାସରେ ହାଇକୋର୍ଟ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସିବିଆଇ ଓ ଇଡି ଏହି ମାମଲାକୁ ନେଇ ଯାଞ୍ଚ୍ ଆରମ୍ଭ କରିଛି ।
More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ












Click it and Unblock the Notifications