For Quick Alerts
Turn On Notification  
For Daily Alerts
Oneindia App Download

ଏକନାଥ ସିନ୍ଦେ ହେବେ ମହାରାଷ୍ଚ୍ର ମୁଖ୍ୟମନ୍ତ୍ରୀ, ସନ୍ଧ୍ୟା 7.30 ରେ ଶପଥ ଗ୍ରହଣ

ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୈତିକ ଅସ୍ଥିରତା ଉପରେ ଜବନିକା ପଡ଼ିଛି । ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେ ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ । ଆଜି ସନ୍ଧ୍ୟା 7.30 ମିନିଟରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ।

|

ମୁମ୍ବାଇ : ମହାରାଷ୍ଟ୍ରରେ ଲାଗି ରହିଥିବା ରାଜନୈତିକ ଅସ୍ଥିରତା ଉପରେ ଜବନିକା ପଡ଼ିଛି । ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେ ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ । ଆଜି ସନ୍ଧ୍ୟା 7.30 ମିନିଟରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଏନେଇ ବିଜେପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଏକନାଥ ସିନ୍ଦେଙ୍କ ସହ ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ।

eknath shinde

ଏହା ପୂର୍ବୁରୁ ଆଜି ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେ ବିଜେପି ନେତା ଦେବେନ୍ଦ୍ର ଫଡନାଭିସ୍ ଙ୍କୁ ସାକ୍ଷାତ କରିଥିଲେ । ଏହା ପରେ ଦୁହେଁ ରାଜ୍ୟପାଳ ଭଗତ ସିଂହ କୋଶ୍ୟାରୀଙ୍କୁ ସାକ୍ଷାତ କରି ସରକରା ଗଠନ ନେଇ ଦାବି କରିଥିଲେ ।

ଆପଣହଙ୍କୁ କହି ରଖୁଛି ଗତକାଲି ରାତିରେ ଉଦ୍ଧବ ଠାକରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Eknath Shinde To Take Oath As Chief Minister Of Maharashtra
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X