Get Updates
Get notified of breaking news, exclusive insights, and must-see stories!

ଦେଶର 14 ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ଼

ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ତଥା ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ ଆଜି ଭାରତର 14 ତମ ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଛନ୍ତି ।

ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ତଥା ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ ଆଜି ଭାରତର 14 ତମ ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସକାଳ 11: 45 ରେ ରାଷ୍ଟ୍ରପତି ଭବନରେ ଭାରତର ନବ ନିର୍ବାଚିତ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଶପଥ ଗ୍ରହଣ କରାଇଛନ୍ତି ।

jagdeep Dhankhar

ଜଗଦୀପ ଧନଖଡ଼ ଅଗଷ୍ଟ 6 ରେ ଉପରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଥିଲେ । ସେ ବିରୋଧୀ ଦଳର ମିଳିତ ପ୍ରାର୍ଥୀ ମାର୍ଗାରେଟ୍ ଆଲଭାଙ୍କୁ ପରାସ୍ତ କରିଛନ୍ତି । ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ 528 ଭୋଟ୍ ପାଇଛନ୍ତି । ମାର୍ଗାରେଟ୍ ଆଲଭା 182 ଭୋଟ୍ ପାଇଥିଲେ । ଜଗଦୀପ ଧନଖର 74.36 ପ୍ରତିଶତ ଭୋଟ୍ ପାଇଛନ୍ତି । ଉପରାଷ୍ଟ୍ରପତି ମଧ୍ୟ ରାଜ୍ୟସଭାର ଅଧ୍ୟକ୍ଷ । ଗତ 6 ଟି ଉପରାଷ୍ଟ୍ରପତି ନିର୍ବାଚନରେ ଏହା ଧନଖଡ଼ଙ୍କ ସବୁଠାରୁ ବଡ ବିଜୟ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+