Get Updates
Get notified of breaking news, exclusive insights, and must-see stories!

ଆସନ୍ତାକାଲି ଜମ୍ମୁ-କାଶ୍ମୀର ନିର୍ବାଚନ: ୨୪ଟି ବିଧାନସଭା ଆସନରେ ପଡିବ ଭୋଟ୍

Jammu Kashmir Polls 2024: ଆସନ୍ତାକାଲି ଜମ୍ମୁ-କାଶ୍ମୀର ନିର୍ବାଚନ । ପ୍ରଥମ ପର୍ଯ୍ୟାୟରେ ୨୪ଟି ବିଧାନସଭା ଆସନରେ ଭୋଟିଂ ହେବ ଯେଉଁଥି ପାଇଁ ପ୍ରଚାର ଶେଷ ହୋଇଛି । ଏଥର ବିଜେପି, କଂଗ୍ରେସ ଏବଂ ଏନସି ମଧ୍ୟରେ ହେବ କଡ଼ା ଟକ୍କର । ଜମ୍ମୁ କଶ୍ମୀରରେ ଦୀର୍ଘ ୧୦ ବର୍ଷ ପରେ ବିଧାନସଭା ନିର୍ବାଚନ ହେବା ପାଇଁ ଯାଉଛି ।

jammu kashmir election

ସୂଚନାଅନୁସାରେ, ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଘାଟିରେ ୨୧୯ ପ୍ରାର୍ଥୀ, ଅନନ୍ତନାଗ ଜିଲ୍ଲାରେ ୬୪, ପୁଲୱାମାରେ ୪୫, ଡୋଡାରେ ୨୫, କୁଲଗାମରେ ୨୫, କିସ୍ତୱାଡ଼ରେ ୨୨, ସୋପିଆନରେ ୨୧ ଏବଂ ରମ୍ବନରେ ୧୫ ଜଣ ପ୍ରାର୍ଥୀ ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ଲଢୁଛନ୍ତି । ନିର୍ବାଚନ ପାଇଁ ଜମ୍ମୁ କାଶ୍ମୀରରେ ତିନିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସେହିପରି କଶ୍ମୀରରେ ପ୍ରାୟ ୩୦୦ କମ୍ପାନି ଅର୍ଦ୍ଧସାମରିକ ବାହିନୀ ମୁତୟନ କରାଯାଇଛି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ ଜମ୍ମୁ କଶ୍ମୀରରେ ଦୀର୍ଘ ୧୦ ବର୍ଷ ପରେ ବିଧାନସଭା ନିର୍ବାଚନ ହେବା ପାଇଁ ଯାଉଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+