ଝାରସୁଗୁଡ଼ାରେ:ସପ୍ତମ ରାଉଣ୍ତ ସୁଦ୍ଧା ବିଡେଡି ଆଗୁଆ
ଝାରସୁଗୁଡ଼ା:ଝାରସୁଗୁଡା ଭୋଟ ଗଣତି ଜାରି ରହିଛି । ସପ୍ତମ ରାଉଣ୍ତ ସୁଦ୍ଧା ବିଜେଡି ଆଗୁଆ । ବିଜେଡିର ଦୀପାଳି ଦାସ ୧୮,୨୪୬ ଭୋଟରେ ଆଗୁଆ ଥିବା ବେଳେ ଦ୍ୱିତୀୟ ସ୍ଥାନରେ ରହିଛି ବିଜେପି ଏବଂ ତୃତୀୟ ସ୍ଥାନରେ କଂଗ୍ରେସ ରହିଛି ।
ବିଜେଡ଼ି 18 ହଜାର ଭୋଟରେ ଆଗୁଆ । ସପ୍ତମ ରାଉଣ୍ଡ ସୁଦ୍ଧା ବିଜେଡ଼ି 40195, ବିଜେପି 22065 ଏବଂ କଂଗ୍ରେସ 2355 ଭୋଟ ମିଳିଛି ।

ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି । ମୋଟ ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି ହେବ । ଭିଭିପାଟ ଓ ପୋଷ୍ଟାଲ ବାଲେଟ କାଉଣ୍ଟିଂ ପାଇଁ ଅଲଗା ଅଲଗା ଟେବୁଲ କରାଯାଇଛି । ଇଭିଏମ ଗଣନା ଲାଗି ୧୪ଟି କାଉଟିଙ୍ଗ ବ୍ୟବସ୍ଥା ହୋଇଛି । ଗୋଟିଏ କାଉଟିଙ୍ଗ ଟେବୁଲରେ ପୋଷ୍ଟାଲ ବାଲାଟ ଗଣନା ହେବ । ସଂଧ୍ୟା ୪ଟାରୁ ୬ଟା ଭିତରେ ଫଳାଫଳ ଆସିବା ନେଇ କହିଛନ୍ତି ସିଇଓ ।
ନିର୍ବାଚନ କମିଶନଙ୍କ ୱେବସାଇଟ ଜରିଆରେ ସାଙ୍ଗେ ସାଙ୍ଗେ ଗଣତିର ଅପଡେଟ୍ ମିଳୁଛି । ରାଜ୍ୟ ନିର୍ବାଚନ ଅଫିସ ସମେତ results.eci.gov.in ୱବସାଇଟରେ ମଧ୍ୟ ଫଳାଫଳ ଉପଲବ୍ଧ ହୋଇଛି ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications