2024 ଜୁନ୍ ପର୍ଯ୍ୟନ୍ତ ବିଜେପି ଅଧ୍ୟକ୍ଷ ରହିବେ ଜେପି ନଡ୍ଡା

ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି । 2024 ଲୋକସଭା ନିର୍ବାଚନ ପର୍ଯ୍ୟନ୍ତ ଦଳର ଅଧ୍ୟକ୍ଷ ଭାବେ କମାଣ ସମ୍ଭାଳିବେ ଜେପି ନଡ୍ଡା । ଏ ନେଇ ମଙ୍ଗଳବାର ଦଳ ପକ୍ଷରୁ ସୂଚନା ଦିଆଯାଇଛି ।

ନୂଆଦିଲ୍ଲୀ : ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି । 2024 ଲୋକସଭା ନିର୍ବାଚନ ପର୍ଯ୍ୟନ୍ତ ଦଳର ଅଧ୍ୟକ୍ଷ ଭାବେ କମାଣ ସମ୍ଭାଳିବେ ଜେପି ନଡ୍ଡା । ଏ ନେଇ ମଙ୍ଗଳବାର ଦଳ ପକ୍ଷରୁ ସୂଚନା ଦିଆଯାଇଛି ।

 JP Nadda

ବିଜେପି ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ଭାରତୀୟ ଜନତା ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବରେ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ଜୁନ୍ 2024 ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।ଜେପି ନଡ୍ଡାଙ୍କ କାର୍ଯ୍ୟକାଳକୁ ଏକ ବର୍ଷ ବୃଦ୍ଧି କରିବାକୁ ମଙ୍ଗଳବାର ଦିନ ଜାତୀୟ କାର୍ଯ୍ୟକାରିଣୀରେ ଅନୁମୋଦନ କରାଯାଇଛି । ଏହା ପରେ ନଡ୍ଡାଙ୍କ କାର୍ଯ୍ୟକାଳ ଜୁନ୍ 2024 ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।

ଅର୍ଥାତ୍ ଭାରତୀୟ ଜନତା ପାର୍ଟି ନଡ୍ଡାଙ୍କ ନେତୃତ୍ୱରେ ଆଗାମୀ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ । ଚଳିତ ବର୍ଷ 9 ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ । ସେଥିମଧ୍ୟରୁ ରାଜସ୍ଥାନ, ଛତିଶଗଡ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ତ୍ରିପୁରା ଭଳି ବଡ ରାଜ୍ୟ ଅଛି । ଏଭଳି ପରିସ୍ଥିତିରେ ନଡ୍ଡା ଉପରେ ଏକ ଗୁରୁ ଦାୟିତ୍ୱ ରହୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+